www.samajalive.in
Monday, December 15, 2025
24.1 C
Bhubaneswar

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆଜି ସକାଳେ ନିମାପଡ଼ା ଅଞ୍ଚଳର ଏକ ଗାଡ଼ିରେ ୧୩ ଜଣ ଯାତ୍ରୀ କୋରାପୁଟ ପିକ୍‌ନିକ୍‌ କରି ନିଜ ଅଞ୍ଚଳକୁ ଫେରୁଥିବାବେଳେ ଡ୍ରାଇଭରଙ୍କ ଆଖି ପଡ଼ିଯିବାରୁ ଜାତୀୟ ରାଜପଥକୁ ଧକ୍କା ଦେଇଥିଲା। ଗାଡ଼ିର ଆଗ ପାର୍ଶ୍ୱ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ କେହି ବି ଆହତ ହୋଇନାହାନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories