www.samajalive.in
Saturday, December 6, 2025
26.1 C
Bhubaneswar

ସମୁଦ୍ରରେ ଛାତ୍ର ନିଖୋଜ ଘଟଣା, ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲା ହେଲିକପ୍ଟର

ଛତ୍ରପୁର : ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ଛାତ୍ରଙ୍କ ପତ୍ତା ମିଳିପାରି ନାହିଁ।  ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦେଶ ଦିଆଯାଇଛି। ଏସଆରସି ନିର୍ଦେଶ କ୍ରମେ ହେଲିକପ୍ଟର ଯୋଗେ ଖୋଜା ଖୋଜି ଜାରି ରହିଛି।

ଘଟଣାସ୍ଥଳରେ ଗଞ୍ଜାମ ଜିଲ୍ଲାପାଳ ଦିଵ୍ୟଜ୍ୟୋତି ପରିଡା ପହଂଚି ସ୍ଥିତି ପରଖି ଥିଲେ। ତଟ ରକ୍ଷା ବୋଟ ସମେତ ଓଡ୍ରାଫ, ଅଗ୍ନିଶମ ଟିମ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନର ବହୁ ଅଧିକାରୀ ସମେତ ଗ୍ରାମବାସୀ ମଧ୍ୟ ଉପସ୍ଥିତ ରହିଛନ୍ତି। ସୂଚନା ଥାଉ କି ଗତକାଲି ଅପରାହ୍ନ ୫ଟାରେ ୫ଜଣ ସାଙ୍ଗ ସମୁଦ୍ରରେ ଗାଧୋଉ ଥିବା ବେଳେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା ଭାସି ଯାଇ ନିଖୋଜ ହୋଇଥିଲେ। ଏବେ ମଧ୍ୟ ଆକାଶପଥ ଓ ଜଳପଥରେ ଖୋଜା ଖୋଜି ଜାରି ରହିଛି। ହେମନସେନ ଡିପ୍ଲୋମା ଛାତ୍ର ଅଟନ୍ତି।

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories