www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ : ୩ ଲକ୍ଷ ଟଙ୍କା ଜବତ

ଛତ୍ରପୁର: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡା ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ଚଢ଼ାଉ କରିଥିଲା। ୩ ଦିନ ଧରି ଭିଜିଲାନ୍ସ ଟିମ ତାଙ୍କୁ ନଜରରେ ରଖିଥିବା ସୂଚନା ମିଳିଛି। ତାଙ୍କ ଗାଡ଼ିରୁ ୫୦୦ ଟଙ୍କିଆ ୩ ଲକ୍ଷ ଟଙ୍କା ଜବତ କରାଯାଇଛି।  ବର୍ତ୍ତମାନ ଆଶ୍ରିବାଦ ଆପାର୍ଟମେଣ୍ଟରେ ଥିବା ତାଙ୍କ ଭଡା ଘରେ ପହଂଚି ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି। ତାଙ୍କୁ ନୂଆପଡା ଜିଲ୍ଲାକୁ ଯୋଗାଣ ଅଧିକାରୀ ଭାବେ ବଦଳି ହୋଇଥିଲା।

ବଡ ଅଘଟଣ ; ନଦୀ ଉପରେ ୨ ଫାଳ ହେଲା ପୋଲ, ୯ ମୃତ, ଦେଖନ୍ତୁ ଛାତିଥରା ଦୃଶ୍ୟ

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories