www.samajalive.in
Monday, December 8, 2025
17.1 C
Bhubaneswar

କ୍ୟାରମ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଚୌଦ୍ୱାର : ଚୌଦ୍ୱାର ରାହାସ ବିହାରୀ ଜିଉ କ୍ଲବ୍ ଆନୁକୁଲ୍ୟରେ ଏକ ତ୍ରିଦିବସୀୟ କ୍ୟାରମ ଟୁର୍ଣ୍ଣମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ଏହି ଟୁର୍ଣ୍ଣମେଣ୍ଟରେ ମୋଟ ୧୬ଟି ଟିମ୍ ଅଂଶ ଗ୍ରହଣ କରିଥିଲେ ।ଫାଇନାଲ ମ୍ୟାଚ୍ରେ ଚୌଦ୍ୱାର ରାହାସ ବିହାରୀ ଜିଉ ଟିମ୍ ପୀର ବଜାରର ତ୍ରିରଙ୍ଗା ଟିମ୍କୁ ହରାଇ ଚମ୍ପିୟନ୍ ହୋଇଥିଲେ । ଆୟୋଜିତ ଉଦ୍ୟାପନୀ ଉତ୍ସବରେ ଚୌଦ୍ୱାର-କଟକ ବିଧାୟକ ଅତିଥି ଭାବେ ଯୋଗଦେଇ ଚମ୍ପିୟନ ଦଳକୁ ନଗଦ ୫ହଜାର ଟଙ୍କା ଓ ଟ୍ରଫି ଏବଂ ରନର୍ସଅପ୍କୁ ନଗଦ ୩ହଜାର ଟଙ୍କା ଓ ଟ୍ରଫି ପ୍ରଦାନ କରିଥିଲେ ।

କାଉନସିଲର ଅଜୟ କୁମାର ବେହେରା ଓ ବିଜେଡ଼ି ନଗର କାର୍ଯ୍ୟକାରୀ ସଭାପତି ବିମଳ କୁମାର ବେଉରା ଏଥିରେ ଅତିଥି ଭାବେ ଯୋଗଦେଇଥିଲେ । ଆୟୋଜକ କ୍ଲବ୍ ସଦସ୍ୟ ସୌମ୍ୟ ସାହୁ, ଅଶୋକ ସାହୁ, ଗିରିଶ ସାହୁ, ରାଜନ୍ ସାହୁ, ରାକେଶ, ଅକ୍ଷୟ, ସୁଭି, ବଣ୍ଟି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories