www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

ଚୌଦ୍ୱାର:ବିଜେପିର ଚୌଦ୍ୱାର ମଣ୍ଡଳ ଆନୁକୁଲ୍ୟର ମହାନ୍ ରାଷ୍ଟ୍ରଭକ୍ତ, ପ୍ରବୀଣ ଶିକ୍ଷାବିତ୍, ଭାରତୀୟ ଜନସଂଘର ସଂସ୍ଥାପକ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ ହୋଇ ଯାଇଛି । ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁଙ୍କ ପୌରୋହିତ୍ୟରେ ମଣ୍ଡଳ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଉପ ସଭାପତି ପ୍ରଶାନ୍ତ କୁମାର ହୋତା ଅତିଥି ଭାବେ ଯୋଗଦେଇ ଶ୍ୟାମା ପ୍ରସାଦଙ୍କ ତ୍ୟାଗପୂତ ଜୀବନୀ ଆଲୋଚନା କରିଥିଲେ ।

ଜିଲା ସମ୍ପାଦକ ବୈରାଗୀ ଚରଣ ପ୍ରଧାନ, ଗୌତମ ସାହୁ, ସୌମେନ୍ଦ୍ର ଲେଙ୍କା, ଚିନ୍ମୟ ବେହେରା, ଭାବଗ୍ରାହୀ ପଟ୍ଟନାୟକ, ଶରତ ନାୟକ, ହଂସ ଚରଣ ସାହୁ, ସଚ୍ଚିକାନ୍ତ ନାୟକ, କ୍ରୀଷ୍ଣା ରାଓ, ଦେବାଶିଷ ପୃଷ୍ଟି, ହରିହର ସାହୁ, ସିମିତ୍ରା ମହାନ୍ତି, ଜ୍ଞାନ ରଞ୍ଜନ କୁଅଁର, କ୍ଷୀରୋଦ ନାୟକ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories