www.samajalive.in
Monday, December 15, 2025
14.1 C
Bhubaneswar

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକା ସହ ପ୍ରତାରଣା, ଥାନାରେ ମାମଲା

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ହାତିବାରି ଗ୍ରାମର ଜଣେ ଯୁବତୀଙ୍କୁ ସେହି ଗ୍ରାମର ଚିତ୍ରସେନ ନାଏକ ନାମକ ଜଣେ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ୪ ବର୍ଷ ତଳୁ ଶାରୀରିକ ସମ୍ପର୍କ ରଖିବା ପରେ ବିବାହ କରିବାକୁ ମନା କରିଦେବାରୁ ଯୁବତୀ ଜଣଙ୍କ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଯୁବତୀ ଜଣଙ୍କ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିବା ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରବର୍ତୀ ସମୟରେ ଯୁବକ ଜଣଙ୍କ ତାଙ୍କୁ ପ୍ରତାରଣା କରି ବିବାହ ପାଇଁ ମନା କରିଦେବାରୁ ନ୍ୟାୟ ପାଇଁ ଯୁବତୀ ଜଣଙ୍କ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ତୁରୁମୁଙ୍ଗା ଥାନାରେ ପୋକ୍ସୋ ଆକ୍ଟରେ ୨୨୧/୨୦୨୪ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଛି।

୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories