ବିବାହର ପ୍ରତିଶ୍ରୁତି ଦେଇ ନାବାଳିକା ସହ ପ୍ରତାରଣା, ଥାନାରେ ମାମଲା

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ହାତିବାରି ଗ୍ରାମର ଜଣେ ଯୁବତୀଙ୍କୁ ସେହି ଗ୍ରାମର ଚିତ୍ରସେନ ନାଏକ ନାମକ ଜଣେ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ୪ ବର୍ଷ ତଳୁ ଶାରୀରିକ ସମ୍ପର୍କ ରଖିବା ପରେ ବିବାହ କରିବାକୁ ମନା କରିଦେବାରୁ ଯୁବତୀ ଜଣଙ୍କ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଯୁବତୀ ଜଣଙ୍କ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିବା ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରବର୍ତୀ ସମୟରେ ଯୁବକ ଜଣଙ୍କ ତାଙ୍କୁ ପ୍ରତାରଣା … Continue reading ବିବାହର ପ୍ରତିଶ୍ରୁତି ଦେଇ ନାବାଳିକା ସହ ପ୍ରତାରଣା, ଥାନାରେ ମାମଲା