www.samajalive.in
Thursday, December 11, 2025
27.1 C
Bhubaneswar

ଗୋଟିଏ ପରିବାରର ୪ ଜଣଙ୍କ ଆତ୍ମହତ୍ୟା; ଆଶ୍ଚର୍ଯ୍ୟ କରିବ କାରଣ

ଚେନ୍ନାଇ : ଚେନ୍ନାଇରେ ଗୋଟିଏ ପରିବାରର ୪ ସଦସ୍ୟଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି କରିଛି।
ପୁଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଚେନ୍ନାଇରେ ଗୋଟିଏ ପରିବାରର ୨ ପୁଅଙ୍କ ସମେତ ୪ ଜଣ ସଦସ୍ୟଙ୍କ ମୃତଦେହ ସେମାନଙ୍କୁ ଘରୁ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଡାକ୍ତର-ଓକିଲ ଦମ୍ପତି ଓ ସେମାନଙ୍କ ୨ ପୁଅ ରହିଛନ୍ତି । ୪ ଜଣଙ୍କ ମୃତଦେହ ଭିନ୍ନ ଭିନ୍ନ କକ୍ଷରୁ ଜବତ ହୋଇଛି । ଦମ୍ପତିଙ୍କ ବୟସ ୫୨ ଓ ୪୭ ବୋଲି ଜଣାପଡିଛି ।
ମୃତ ଡାକ୍ତରଙ୍କ ଗାଡି ଚାଳକ ଘରକୁ ଆସିବା ପରେ ତା’ର ସନ୍ଦେହ ହେବାରୁ ପୁଲିସକୁ ଖବର ଦେଇଥିଲେ। ପୁଲିସ କବାଟ ଖୋଲିବା ପରେ ୪ ଜଣଙ୍କ ମୃତଦେହ ଜବତ କରିଥିଲା। କରଜ କାରଣରୁ ପରିବାରର ସମସ୍ତେ ଆତ୍ମହତ୍ୟା କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

୧୫ ମାର୍ଚ୍ଚରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶି ହେବେ ମାଲାମାଲ୍‌..

ଏଥର ହୋଲିରେ ୨୪ କ୍ୟାରେଟ୍‌ ସୁନାର ଗୂଜିଆ, ଜାଣନ୍ତୁ ଦାମ୍‌ କେତେ?

- Advertisement -

ବଡ ଖବର ; ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍‌

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories