www.samajalive.in
Friday, December 5, 2025
23.1 C
Bhubaneswar

ବୋମା ଥିବା ଧମକ ପରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ: ପୁଣି ବିମାନରେ ବୋମା ଧମକ। ଇଣ୍ଡିଗୋ ବିମାନରେ ବୋମା ଥିବା ଧମକ ମିଳିଛି। ଆଜି ସକାଳୁ ଚେନ୍ନାଇରୁ ମୁମ୍ବାଇ ଅଭିମୁଖେ ଏକ ଇଣ୍ଡିଗୋ ବିମାନ ଉଡାଣ ଭରିଥିଲା। ଫ୍ଲାଇଟ୍‌ ର କ୍ରୁ ମେମ୍ବରଙ୍କୁ ହଠାତ୍ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା। ଏବଂ ସେଥିରେ ଲେଖାଥିଲା ଡୁ ନଟ୍ ଲ୍ୟାଣ୍ଡ ବମ୍ବେ , ୟୁ ଲ୍ୟାଣ୍ଡ ବମ୍ ବ୍ଲାଷ୍ଟ । ଏହି ଘଟଣା ଘଟିବା ପରେ ମୁମ୍ବାଇ ବିମାନ ବନ୍ଦରରେ ଏମରଜେନ୍ସି ଘୋଷଣା କରାଯାଇଥିଲା। ଏ ନେଇ ତୁରନ୍ତ ସୁରକ୍ଷା ଏଜେନ୍ସିକୁ ଖବର ଦିଆଯାଇଥିଲା। ପରେ ଯାତ୍ରୀ ମାନଙ୍କୁ ସୁରକ୍ଷିତ ଭାବେ ବିମାନରୁ ବାହାର କରାଯାଇଥିଲା। ବର୍ତ୍ତମାନ ଇଣ୍ଡିଗୋ ବିମାନଟିକୁ ଆଇସୋଲେଟ୍ କରି ରଖାଯାଇଛି। ତେବେ ଏହି ଘଟଣାକୁ ନେଇ ଯାତ୍ରୀ ମାନଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ପୂର୍ବରୁ ମଧ୍ୟ ଅନେକଥର ବିମାନକୁ ବୋମା ଧମକ ମିଳିଥିଲା।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories