www.samajalive.in
Wednesday, December 10, 2025
18.1 C
Bhubaneswar

ଛଟ୍‌‌ ପୂଜା ଉପଲକ୍ଷେ ପୁରୀ-ପାଟନା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍‌‌

ଡେସ୍କ : ପୂର୍ବତଟ ରେଳପଥ ପକ୍ଷରୁ ଛଟ୍‌‌ ପୂଜା ଉପଲକ୍ଷେ ପୁରୀ ଏବଂ ପାଟନା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍‌‌ ଚଳାଚଳ
କରାଇବାକୁ ନିଷ୍ପତ୍ତି ନିଆଯାଇଛି। ନିୟମିତ ଟ୍ରେନ୍‌‌ରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏହି ସ୍ୱତନ୍ତ୍ର ଟ୍ରେନ୍‌‌ ଚଳାଚଳ କରାଇବାକୁ ନିଷ୍ପତ୍ତି ହୋଇଛି। ପୁରୀରୁ ଏହି ସ୍ୱତନ୍ତ୍ର ଟ୍ରେନ୍‌‌ ପୁରୀ-ପାଟନା ସ୍ପେଶାଲ ଟ୍ରେନ୍‌‌ ଭାବରେ ଚଳାଚଳ କରିବ। ଏହି ଟ୍ରେନ୍‌‌ ଆଜି ଓ ୧୫ ତାରିଖରେ ପୁରୀରୁ ରାତି ୧୧ଟା ୩୦ ମିନିଟ୍‌‌ରେ ଛାଡ଼ିବ
ଏବଂ ୧୪ ଓ ୧୬ ତାରିଖରେ ପାଟନାରୁ ସନ୍ଧ୍ୟା ୬ଟାରେ ଫେରିବ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories