www.samajalive.in
Monday, December 8, 2025
14.1 C
Bhubaneswar

ବିନା ଭକ୍ତରେ ଅନୁଷ୍ଠିତ ହେବ ମାଣିକେଶ୍ୱରୀଙ୍କ ଛତର୍‍ ଯାତ୍ରା

ଭବାନୀପାଟଣା : କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ପବିତ୍ର ଛତର୍‍ ଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ।  ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ମାସ ୨୪ ତାରିଖରେ ଛତର୍‍ ଯାତ୍ରା ଅନୁଷ୍ଠିତ ହେବ।

କରୋନା ମହାମାରୀ ଯୋଗୁଁ କୋଭିଡ୍‍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ଙ୍କର ପୂଜାନୀତି ସମ୍ପନ୍ନ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଛତର୍‍ ଯାତ୍ରା ପୂର୍ବରୁ ଅକ୍ଟୋବର ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରକୁ ସଟ୍‍ଡାଉନ୍‍ କରାଯାଇ ସହରର ପ୍ରବେଶପଥଗୁଡ଼ିକୁ ସିଲ୍‍ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ତେବେ ଟେଲିଭିଜନ ମାଧ୍ୟମରେ ଯାତ୍ରାର ସିଧା ପ୍ରସାରଣ ବ୍ୟବସ୍ଥା କରାଯାଇଥିବା ଜିଲ୍ଲାପାଳ ବୈଠକରେ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories