www.samajalive.in
Sunday, December 14, 2025
26.1 C
Bhubaneswar

ଛତିଶଗଡ଼ରେ କଡା ଟକ୍କର – ଆଗରେ ବିଜେପି

ଡେସ୍କ: ଛତିଶଗଡ଼ ବିଧାନସଭା ନିର୍ବାଚନରେ ଭୋଟ ଗଣତି ଚାଲିଛି। ପ୍ରତି ମୁହୂର୍ତ୍ତରେ ଟ୍ରେଣ୍ଡ ବଦଳିବାରେ ଲାଗିଛି। ତେବେ ସେଠାରେ ଉଭୟ କଂଗ୍ରେସ ଓ ବିଜେପି ମଧ୍ୟରେ କଡା ଟକ୍କର ଚାଲିଛି। ଏ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ବିଜେପି ୩୫ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୫୩ଟି ଆସନରେ ଆଗୁଆ ରହିଛି। ଛତିଶଗଡ଼ରେ ୯୦ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହୋଇଥିଲା।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories