www.samajalive.in
Monday, December 8, 2025
13.1 C
Bhubaneswar

ଜୁଏଲ ଓରାମଙ୍କ ପତ୍ନୀଙ୍କ ଏକାଦଶାହରେ ଯୋଗଦେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ଏକାଦଶାହ ଅବସରରେ ବୁଧବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। ସୁନ୍ଦରଗଡ ଜିଲା କେନ୍ଦୁଡିହିରେ ଆୟୋଜିତ କାର୍ଯ୍ୟକ୍ରମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବହୁ ନେତା ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ବର୍ଗତଃ ଝିଙ୍ଗିଆ ଓରାମଙ୍କୁ ଗତକାଲି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ, ଅସୁସ୍ଥତା ପରେ ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କର ଗତ ୧୮ ତାରିଖରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories