www.samajalive.in
Saturday, December 13, 2025
21.1 C
Bhubaneswar

ଇସ୍ତଫା ଦେଲେ ଛତିଶଗଡ ଶିକ୍ଷାମନ୍ତ୍ରୀ

ରାୟପୁର : ଛତିଶଗଡର ଶିକ୍ଷାମନ୍ତ୍ରୀ ପ୍ରେମ ସାଇ ସିଂ କ୍ୟାବିନେଟ ମନ୍ତ୍ରୀ ପଦରୁ ଗୁରୁବାର ଇସ୍ତଫା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ପ୍ରେମ ସାଇ ସିଂଙ୍କ ସ୍ଥାନରେ ମୋହନ ମାର୍କମଙ୍କୁ ରାଜ୍ୟ ଶିକ୍ଷା ମନ୍ତ୍ରୀ କରାଯାଇପାରେ। ନୂଆ ଶିକ୍ଷା ମନ୍ତ୍ରୀ ଶୁକ୍ରବାର ଶପଥ ନେବାର କାର୍ଯ୍ୟକ୍ରମ ରହିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories