www.samajalive.in
Friday, December 12, 2025
16.1 C
Bhubaneswar

ଛତିଶଗଡ଼: ଅପରାହ୍ନ ୩ଟା ସୁଦ୍ଧା ୫୯.୧୯% ମତଦାନ

ରାୟପୁର: ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ଚାଲିଛି। ଏହି ୨୦ଟି ଆସନରେ ଅନେକ ପ୍ରତିଷ୍ଠିତ ରାଜନେତାଙ୍କ ଭବିଷ୍ୟତ ବାଜି ଲାଗିଛି। ଅପରାହ୍ନ ୩ଟା ସୁଦ୍ଧା ଛତିଶଗଡ଼ରେ ୫୯.୧୯ ପ୍ରତିଶତ ମତଦାନ ହୋଇଛି।

ସୂଚନାଯୋଗ୍ୟ, ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଅନେକ ସ୍ଥାନରୁ ନକ୍ସଲ ଆକ୍ରମଣର ଖବର ସାମ୍ନାକୁ ଆସିଛି। ସୁକମାରେ ସୁରକ୍ଷା ବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି, ଯେଉଁଥିରେ ଅନେକ ଯବାନ ଆହତ ହୋଇଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories