www.samajalive.in
Sunday, December 7, 2025
23.1 C
Bhubaneswar

ଛତିଶଗଡ ରାଜ୍ୟପାଳଙ୍କ ୫ଦିନିଆ ଓଡିଶା ଗସ୍ତ

ଭୁବନେଶ୍ଵର: ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ଶ୍ରୀ  ହରିଚନ୍ଦନ ପୂର୍ବ ନିର୍ଦ୍ଧାରିତ କେତେକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାସହ ଭୁବନେଶ୍ଵରସ୍ଥ ରବିନ୍ଦ୍ର ମଣ୍ଡପରେ  ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତର ଅବସରରେ ନମାମି ମନ୍ଦାକିନୀର ନବବର୍ଷ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଶ୍ରୀ ହରିଚନ୍ଦନ ୧୬ ତାରିଖ ମଧ୍ୟାହ୍ନରେ ରାୟପୁର ରାଜଭବନ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories