ତିନି ରଥରେ ଛେରାପହଁରା କଲେ ଗଜପତି

ସମାଜ ଡିଜିଟାଲ ଡେସ୍କ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ପହଣ୍ଡି ସାରି ଚତୁର୍ଦ୍ଧାମୂର୍ତ୍ତି ତିନି ରଥରେ ବିଜେ ହେବା ପରେ ଛେରାପହଁରା ନୀତି ଆରମ୍ଭ ହୋଇଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥ ନିକଟରେ ପହଞ୍ଚିବା ପରେ ଛେରାପହଁରା ଆରମ୍ଭ ହୋଇଥିଲା। ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଏବଂ ଆଳତି ସରିବା ପରେ ମହାରାଜା ଛେରାପହଁରା ଆରମ୍ଭ କରିଥିଲେ। ପ୍ରଥମେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ରଥରେ ଛେରାପହଁରା କରିବା ପରେ ପରେ ମା’ ସୁଭଦ୍ରା … Continue reading ତିନି ରଥରେ ଛେରାପହଁରା କଲେ ଗଜପତି