www.samajalive.in
Sunday, December 14, 2025
17.1 C
Bhubaneswar

ପରଦାକୁ ଆସିଲା ‘ଛିଛୋରେ’ 

ମୁମ୍ବଇ : ସୁଶାନ୍ତ ସିଂହ ରାଜପୁତ ଓ ଶ୍ରଦ୍ଧା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଛିଛୋରେ’ ଶୁକ୍ରବାର(୬ ସେପ୍ଟେମ୍ବର) ମୁକ୍ତିଲାଭ କରିଛି। ଚଳଚ୍ଚିତ୍ରରେ ମନୋରଞ୍ଜନର ସମସ୍ତ ଖୋରାକ ଭରି ରହିଛି। ଏହାକୁ ଦର୍ଶକଙ୍କ ବହୁତ ଭଲ ପ୍ରତିକ୍ରିୟା ମିଳୁଛି। ନିତେଶ ତିୱାରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର ବଜେଟ୍‍ ପ୍ରାୟତଃ ୩୫ କୋଟି ରହିଛି। ତେବେ ପ୍ରଥମ ଦିନରେ ‘ଛିଛୋରେ’ ୯.୫୦ କୋଟି ଟଙ୍କାର ବ୍ୟବସାୟ କରିପାରେ ବୋଲି ଚଳଚ୍ଚିତ୍ର ସମୀକ୍ଷକମାନେ ଆଶାପୋଷଣ କରିଛନ୍ତି।

ଏହି କମେଡ଼ି-ଡ୍ରାମା ଭିତ୍ତିକ ଚଳଚ୍ଚିତ୍ରରେ ସୁଶାନ୍ତ ଓ ଶ୍ରଦ୍ଧାଙ୍କ ବ୍ୟତୀତ ବରୁଣ ଶର୍ମା, ତୁଷାର ପାଣ୍ଡେ, ପ୍ରତୀକ ବବର୍‍, ତାବିର ରାଜ ଭସୀନ, ନବୀନ ପୋଲିଶେଟ୍ଟୀ ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories