www.samajalive.in
Friday, December 12, 2025
26.1 C
Bhubaneswar

ଅଶାନ୍ତ ରହୁଛି ଚିକାଗୋ; ଗୁଳିକାଣ୍ଡରେ ୮ଜଣଙ୍କ ମୃତ୍ୟୁ

ଓ୍ୱାଶିଂଟନ୍‌: ଅଶାନ୍ତ ରହୁଛି ଆମେରିକାର ଚିକାଗୋ ସହର । ବାରମ୍ବାର ଚିକାଗୋର ବିଭିନ୍ନ ସ୍ଥାନରେ ଗୁଳିକାଣ୍ଡ ହେଉଥିବା ଦେଖିବାକୁ ମିଳୁଛି । ଗତ ଗୋଟିଏ ସପ୍ତାହ ମଧ୍ୟରେ ଗୁଳିକାଣ୍ଡରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଖାଲି ସେତିକି ନୁହେଁ ଏହି ଗଳିକାଣ୍ଡରେ ମୃତକଙ୍କ ମଧ୍ୟରେ ନାବାଳକ ଓ ବୃଦ୍ଧ ମଧ୍ୟ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଘଟିଥିବା ଏହି ଗୁଳିକାଣ୍ଡ ଯୋଗୁ ଜଣେ ୬୯ ବର୍ଷିୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଯାହାକୁନେଇ ସମ୍ପୃକ୍ତ ଅଞ୍ଚଳରେ ଅସନ୍ତୋଷ ଦେଖିବାକୁ ମିଳିଛି ।  ଚିକାଗୋର ସାଉଥ ଇଣ୍ଡିଆନା ଓ ବ୍ରାଉଟନ ପାର୍କ ସମେତ ବିଭିନ୍ନ ସ୍ଥାନରେ ଦୁର୍ବୃତ୍ତ ମାନେ ଗୁଳିକାଣ୍ଡ ଘଟାଉଥିବା ନଜର ଆସୁଛି ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories