www.samajalive.in
Wednesday, December 10, 2025
16.1 C
Bhubaneswar

ଚିଜ୍‍ ରାଇସ

ଆବଶ୍ୟକ ସାମଗ୍ରୀ
ଚାଉଳ – ୨କପ
ପାଣି – ଆବଶ୍ୟକ ପରିମାଣରେ
ବଟର – ଆବଶ୍ୟକ ପରିମାଣରେ
ମଇଦା – ଅଳ୍ପ
କ୍ଷୀର – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପିଆଜ – ୨ଟି
ଗାଜର – ୧ଟି
ମଟର – ଅଳ୍ପ
ସିଝା ମକା – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଚିନି – ଅଳ୍ପ
ଚିଜ – ଆବଶ୍ୟକ ପରିମାଣରେ
ଗୋଲମରିଚ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ ଏକ ପାତ୍ରରେ ପାଣି ଫୁଟାଇ ଚାଉଳ ପକାଇ ଭାତ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ ଆଉ ଏକ ପାତ୍ର ବସାଇ ବଟର ଓ ମଇଦା ପକାଇ ଭଲ ଭାବେ ଭାଜନ୍ତୁ। ଏହାପରେ ଏଥିରେ କ୍ଷୀର ପକାଇ ପେଷ୍ଟ ଭଳି ପ୍ରସ୍ତୁତ କରନ୍ତୁ। ଏବେ ଏହି ପେଷ୍ଟରେ ଲୁଣ, ଅଳ୍ପ ଲଙ୍କା ଗୁଣ୍ଡ, ଚିଜ ପକାଇ ଭଲ ଭାବେ ଗୋଳାନ୍ତୁ। ଏବେ ପୁଣି ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜିହେବା ପରେ ଗାଜର, ମଟର, ସିଝା ମକା ପକାଇ ,ଗୋଲମରିଚ ଗୁଣ୍ଡ, ପୂର୍ବରୁ ପ୍ରସ୍ତୁତ ପେଷ୍ଟ ,ଭାତକୁ ପକାଇ ଭଲ ଭାବେ ଗୋଳାନ୍ତୁ। ଏବେ ୫ ମିନିଟ ଗ୍ୟାସରେ ବସାଇ ଏକ ପାତ୍ରକୁ କାଢି କୋରା ଚିଜ ଦେଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିଜ୍‍ ରାଇସ।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories