www.samajalive.in
Saturday, December 6, 2025
23.1 C
Bhubaneswar

ଦେବୀ ସୁଭଦ୍ରାଙ୍କ ରଥରୁ ଅଣସେବାୟତଙ୍କୁ ଟାଣିଆଣିଲେ ମୁଖ୍ୟ ପ୍ରଶାସକ

ସମାଜ ଡିଜିଟାଲ ଡେସ୍କ: ବାହୁଡା ଯାତ୍ରାରେ ରଥରେ ଚଢିଲେ ଅଣସେବାୟତ । ସେବାୟତ ବେଶରେ ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନରେ ଜଣେ ଅଣସେବାୟତ ଚଢି ଥିବାବେଳେ ତାଙ୍କୁ ଚିହ୍ନଟ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ତୁରନ୍ତ ତାଙ୍କୁ ରଥରୁ ଓହ୍ଲାଇବାକୁ ନିର୍ଦ୍ଦେଶ ଦେଇଥିଲେ । ଅଣସେବାୟତଙ୍କୁ ରଥ ଉପରୁ ତଳକୁ ଟାଣି ଟାଣି ନେଇ ଆସିଥିଲେ ମୁଖ୍ୟ ପ୍ରଶାସକ । ଅଣସେବାୟତ ପ୍ରବେଶ ଉପରେ କଟକଣା ଲାଗିଥିବା ବେଳେ ଯେଉଁମାନେ ନିୟମ ଭାଙ୍ଗିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା । ତେବେ ସଂପୃକ୍ତ ଅଣସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇପାରେ ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories