www.samajalive.in
Saturday, December 6, 2025
19.1 C
Bhubaneswar

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅବିଭକ୍ତ କୋରାପୁଟ ଜିଲା ଗସ୍ତ

ଭୁବନେଶ୍ୱର: ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ  ନିକୁଞ୍ଜ ବିହାରୀ ଧଳଙ୍କର ଅବିଭକ୍ତ କୋରାପୁଟ ଜିଲାକୁ ଗୁରୁତ୍ୱପୂର୍ଣ୍ଣ ଗସ୍ତ କାର୍ଯ୍ୟକ୍ରମ ରହିଛିା ୨୨-୦୩-୨୦୨୪ (ଶୁକ୍ରବାର) ଦିନ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ (ନିର୍ବାଚନ) ସଂଜୟ କୁମାର ଓ ଅନ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କ ସହ ଅବିଭକ୍ତ କୋରାପୁଟ ଜିଲାରେ ଚାରୋଟି ଜିଲାର ଜିଲାପାଳ (କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର), ଡିଆଇଜି-ସୁନାବେଡ଼ା, ଆରକ୍ଷୀ ଅଧୀକ୍ଷକ ଓ ୧୪ଟି ବିଧାନସଭା ଆସନର ରିଟର୍ଣ୍ଣିଂ ଅଫିସରମାନଙ୍କ ସହ ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ଆଲୋଚନା କରିବୋ ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ମତଗଣନା କେନ୍ଦ୍ରଗୁଡ଼ିକୁ ମଧ୍ୟ ପରିଦର୍ଶନ କରିବୋ ଆଇନଶୃଙ୍ଖଳା ପରିସ୍ଥିତି ସହ ନିର୍ବାଚନ ପରିଚାଳନାର ସମସ୍ତ ଦିଗ, ପୋଷ୍ଟାଲ ବାଲାଟ୍, ନିର୍ବାଚନ ଖର୍ଚ୍ଚ ମନିଟରିଂ ଆଦି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବା ୨୩-୦୩-୨୦୨୪ରେ ମୁଖ୍ୟ ନିର୍ବାଚନ ଅଧିକାରୀ ନବରଙ୍ଗପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛିା

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories