www.samajalive.in
Monday, December 8, 2025
20.1 C
Bhubaneswar

ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଗିରଫ; ଭିଜିଲାନ୍ସ ଚଢ଼ାଉ ବେଳେ ମିଳିଥିଲା ୮୫ ପ୍ଲଟ, ଅଚଳାଚଳ ସମ୍ପତ୍ତି

ସମାଜ ଡିଜିଟାଲ ଡେସ୍କ: ଆନନ୍ଦପୁର ବ୍ୟାରେଜ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଗତ ଶୁକ୍ରବାର ପ୍ରଭାସଙ୍କ ଘର, କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ପ୍ରଭାସଙ୍କର ଅଚଳାଚଳ ସମ୍ପତ୍ତି ଥିବା ଜଣାପଡ଼ିଛି।

ପ୍ରଭାସଙ୍କ ନାମରେ ମୋଟ ୮୫ଟି ପ୍ଲଟ ଥିବା ଜଣାପଡ଼ିଛି। ସେଥିମଧ୍ୟରୁ ବାଲେଶ୍ଵରର ଜଳେଶ୍ଵରରେ କେବଳ ୮୦ ପ୍ଲଟ୍‌ ରହିଛି। ଏହାବ୍ୟତୀତ lଗାଯିଏ ୫ ମହଲା କୋଠା, ମାର୍କେଟ କଂପ୍ଲେକ୍ସ, ୧୧ ଲକ୍ଷ ଟଙ୍କା, ୩୩୫ ଗ୍ରାମ ସୁନା, ୭୮ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଏବଂ ୧୧ ଲକ୍ଷ ୭୦ ହଜାର ନଗଦ ଟଙ୍କା ମିଳିଥିଲା।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories