ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

ଡେସ୍କ: ଓଡିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ୨୦୨୩ ଅକ୍ଟୋବର ୪ ତାରିଖରେ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ସୁଭାଶିଷ ତାଳପତ୍ରଙ୍କ ଅବସର ପରେ ଡଃ ଜଷ୍ଟିସ ଷଡ଼ଙ୍ଗୀ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ କାର୍ଯ୍ୟ କରିଥିଲେ। ଗତବର୍ଷ ଡିସେମ୍ବର ୨୭ରେ ସୁପ୍ରିମକୋର୍ଟ କଲେଜିଅମ ଜଷ୍ଟିସ ଷଡ଼ଙ୍ଗୀଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ … Continue reading ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି