ମୁଖ୍ୟମନ୍ତ୍ରୀଙ୍କ ଘୋଷଣା -ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ରାଶି ୧୦୦୦ ଟଙ୍କାକୁ ବୃଦ୍ଧି

  ଭୁବନେଶ୍ଵର- ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶି ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ବର୍ଦ୍ଧିତ ପେନସନ, ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । … Continue reading ମୁଖ୍ୟମନ୍ତ୍ରୀଙ୍କ ଘୋଷଣା -ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ରାଶି ୧୦୦୦ ଟଙ୍କାକୁ ବୃଦ୍ଧି