ମାସିକଧର୍ମ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଏବେ ମାସିକଧର୍ମ ପାଇଁ ରାଜ୍ୟରେ ଗୋଟିଏ ଦିନ ଛୁଟି ମିଳିବ । ମହିଳାମାନଙ୍କୁ ଏହି ଛୁଟି ପ୍ରଦାନ କରାଯିବ । ମାସିକଧର୍ମ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୋଟିଏ ଦିନ ଛୁଟି ଘୋଷଣା କରିଛନ୍ତି । ସରକାରୀ ଏବଂ ବେସରକାରୀ କ୍ଷେତ୍ରରେ ଏହି ଛୁଟି ଲାଗୁ କରାଯିବ ବୋଲି ସୂଚନା ମିଳିଛି । କଟକରେ ସ୍ୱାଧୀନତା ଦିବସ ପାଳନ ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘୋଷଣା କରିଛନ୍ତି । ମାସିକ … Continue reading ମାସିକଧର୍ମ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed