www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ: ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଆଜି(ମଙ୍ଗଳବାର) ପୂର୍ବାହ୍ଣରେ ସେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ବୈଠକରେ ମୁଖ୍ୟମନ୍ତ୍ରୀ, ପୂର୍ତ୍ତ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ଣରେ ଭୁବନେଶ୍ବର ଫେରିବାର ସୂଚନା ରହିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories