www.samajalive.in
Saturday, December 6, 2025
16.1 C
Bhubaneswar

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା। ପୂର୍ବ ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories