www.samajalive.in
Sunday, December 14, 2025
19.1 C
Bhubaneswar

କଂଗ୍ରେସ କ୍ଷମା ପ୍ରାର୍ଥନା କରୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାବା ସାହେବ ଆମ୍ବେଦକରଙ୍କୁ ନେଇ ମନ୍ତବ୍ୟ ପ୍ରସଙ୍ଗରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଣ୍ଡିତ ନେହେରୁଙ୍କ ନାଁ ନେଇ ସମାଲୋଚନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି କହିଛନ୍ତି ଯେ କଂଗ୍ରେସ ପ୍ରଥମେ କ୍ଷମା ପ୍ରାର୍ଥନା କରିବା ଉଚିତ। କଂଗ୍ରେସ ଆମ୍ବେଦକରଙ୍କୁ ନିୟମିତ ଅସମ୍ମାନିତ କରିଆସିଛି। ଆମ୍ବେଦକରଙ୍କୁ ନିର୍ବାଚନରେ ପରାଜିତ କରିବାକୁ ଚେଷ୍ଟା କରିଥିଲେ। ଆମ୍ବେଦକରଙ୍କୁ ପରାଜିତ କରିଥିବା ପ୍ରାର୍ଥୀଙ୍କୁ ପଦ୍ମବିଭୂଷଣ ଦେଇଛନ୍ତି। ତେଣୁ କଂଗ୍ରେସ ଆମ୍ବେଦକରଙ୍କୁ ନେଇ ଶସ୍ତା ରାଜନୀତି ବନ୍ଦ କରୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories