www.samajalive.in
Sunday, December 14, 2025
23.1 C
Bhubaneswar

‘ପ୍ରଣାମ ପ୍ରବାସୀ’କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଦୈନିକ ‘ସମାଜ’ ପକ୍ଷରୁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ‘ପ୍ରଣାମ ପ୍ରବାସୀ’ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ପ୍ରକାଶକ ଓ ମୁଦ୍ରାକର ଡ.ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ, ସମ୍ପାଦକ ତପନ କୁମାର ମିଶ୍ର ଏବଂ ବାର୍ତ୍ତା ସମ୍ପାଦକ ଆଲୋକ ପତି ଯୋଗଦେଇଥିଲେ।

ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟକୁ ନେଇ ‘ସମାଜ’ ପକ୍ଷରୁ ସ୍ୱତନ୍ତ୍ର ଭାବେ ‘ପ୍ରଣାମ ପ୍ରବାସୀ’ ପ୍ରସ୍ତୁତ କରାଯାଇଛି। ଏହା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅବସରରେ ଯୋଗଦେଇଥିବା ପ୍ରବାସୀମାନଙ୍କୁ ବିତରଣ କରାଯିବ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories