ଗଜପତି ଅତିରିକ୍ତ ଜିଲାପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ଗଜପତି ଜିଲ୍ଲାର ଅତିରିକ୍ତ ଜିଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି … Continue reading ଗଜପତି ଅତିରିକ୍ତ ଜିଲାପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Copy and paste this URL into your WordPress site to embed
Copy and paste this code into your site to embed