www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶର ସୁରକ୍ଷା ପାଇଁ ପ୍ରତିରକ୍ଷା ବାହିନୀ ସର୍ବଦା ପ୍ରସ୍ତୁତି ଅଭ୍ୟାସ କରିଥାଏ

ଭୁବନେଶ୍ୱର: ଗତ ରାତି ରେ ଲଦାଖରେ ଯୁଦ୍ଧ ଅଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ସେନାର ପାଞ୍ଚ ଜଣ ଯବାନଙ୍କ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା ପାଇଁ ପ୍ରତିରକ୍ଷା ବାହିନୀ ସର୍ବଦା ପ୍ରସ୍ତୁତି ଅଭ୍ୟାସ କରିଥାଏ। ସହିଦ ଯବାନମାନଙ୍କ ବଳିଦାନ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଦେଶବାସୀ ସେମାନଙ୍କ ବଳିଦାନକୁ କେବେ ଭୁଲିବେ ନାହିଁ।

- Advertisement -

ମୁଖ୍ୟମନ୍ତ୍ରୀ ସହିଦ୍ ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories