www.samajalive.in
Saturday, December 13, 2025
23.1 C
Bhubaneswar

ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଡାଇଲିସିସ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଣାଇ: ବଣାଇ ଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ଅଭାସି ମାଧ୍ୟମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବଣାଇ ଉପଖଣ୍ଡ ଚିକିତ୍ସାଳୟ ସମେତ ୧୬ ଗୋଟି ଡାଇଲିସିସ ସେଣ୍ଟର ଉଦଘାଟନ କରିଛନ୍ତି।

ବଣାଇଁ ବିଡିଓ ଦିବ୍ୟ ଶଙ୍କର ଜୟପୁରିଆଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ହୋଇଥିବା  ଏହି କାର୍ଯ୍ୟକ୍ରମରେ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ବଣାଇ ଉପଜିଲ୍ଲାପାଳ ସୁରଞ୍ଜନ କୁମାର ସାହୁ,  ଜିଲା ପରିଷଦ ଉପାଧ୍ୟକ୍ଷ କମଳ ଲାକ୍ରା, ମୁଖ୍ୟ ଜିଲା ଚିକିତ୍ସା ଅଧିକାରୀ ଡ. ଧରଣୀ ରଞ୍ଜନ ସତପଥୀ, ବଣାଇଁ ଉପଖଣ୍ଡ ଚିକିତ୍ସାଳୟ ଅଧିକାରୀ ମନୋଜ କୁମାର ପତି, ରାଉରକେଲା ପୁର୍ତ୍ତ ବିଭାଗ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ମନୋଜ କୁମାର ମହାନନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।

- Advertisement -

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ଆଇନଜୀବୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରଣଜିତ କିସାନ, ବଣାଇଁ ଜିଲ୍ଲାପରିଷଦ ରାମଚନ୍ଦ୍ର ସାହୁ, ବୀର ବିଚିତ୍ର ସେନ ନାୟକ, ବଣାଇଁ ବ୍ଲକ ଅଧ୍ୟକ୍ଷା ମଞ୍ଜୁଲତା କିସାନ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିବା ସ୍ବଂୟ ସହାୟକ ଗୋଷ୍ଠୀ ମହିଳା, ଆଶା କର୍ମୀ, ଅଙ୍ଗନବାଡି କର୍ମୀ, ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories