www.samajalive.in
Sunday, December 7, 2025
23.1 C
Bhubaneswar

ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ

ଡେସ୍କ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ଜାପାନ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତକାଳରେ ‘ମେକ ଇନ୍ ଓଡ଼ିଶା’ ପାଇଁ ସେ ଜାପାନର ନିବେଶକଙ୍କୁ ନିମନ୍ତ୍ରଣ କରିବେ । ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ। ଏପ୍ରିଲ ୫, ୬, ୭ ଓ ୮ରେ ପୁଞ୍ଜିନିବେଶ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ  ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ବରିଷ୍ଠ ଅଧିକାରୀ ଜାପାନ ଗସ୍ତରେ ଯାଉଛନ୍ତି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories