www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଲିଙ୍ଗରାଜ ମନ୍ଦିର ଗସ୍ତ କରି ଏକାମ୍ରକ୍ଷେତ୍ର ଉନ୍ନତିକରଣର ସମୀକ୍ଷା କରିବେ ନବୀନ

ଭୁବନେଶ୍ବର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ଗସ୍ତ କରି ଏକାମ୍ରକ୍ଷେତ୍ର ଉନ୍ନତିକରଣର ସମୀକ୍ଷା କରିବେ ବୋଲି ଜଣାପଡିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ବ ବୁଲି ଦେଖିବା ସହ ବିକାଶ ମୂଳକ କାର୍ଯ୍ୟର ତଦାରଖ କରିବେ।

ଏକାମ୍ରକ୍ଷେତ୍ର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ପରେ ଅପରାହ୍ନ ୫ଟା ସମୟରେ ଗଣମାଧ୍ୟମକୁ ଲିଙ୍ଗରାଜ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ନବୀନ ସୂଚନା ଦେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ ରାଜ୍ୟ ସରକାର ପୁରୀ ଜଗନ୍ନାଥ ମନ୍ଦିର ପରି ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ଵ ବିକାଶ ପାଇଁ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories