www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର :  ଆଜି (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ।  ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories