www.samajalive.in
Monday, December 15, 2025
14.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର : ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ  ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଆଜି  ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ। ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନରେ  ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।  ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories