www.samajalive.in
Monday, December 15, 2025
27.1 C
Bhubaneswar

ଅପ୍ରେଲ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ  ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର : ଆସନ୍ତା ଅପ୍ରେଲ  ୭(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories