ଡେଙ୍ଗୁ, ମ୍ୟାଲେରିଆ ସଚେତନତା ପାଇଁ ମୁଖ୍ୟ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ
ଭୁବନେଶ୍ୱର: ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ଚଳଚ୍ଚିତ୍ର କଳାକାରଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ସଚେତନତା ସୃଷ୍ଟି କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶିଳ୍ପ, କୃଷି, ପାନୀୟ ଜଳ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ସ୍ତରରେ ବିଭିନ୍ନ ବିଭାଗ ସହ ସମନ୍ୱୟ ରଖି କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।
Comments are closed.