www.samajalive.in
Monday, December 15, 2025
27.1 C
Bhubaneswar

ସ୍ୱାଦିଷ୍ଟ ଚିକେନ ଚିପ୍ସ

ଆବଶ୍ୟକ ସାମଗ୍ରୀ
ବୋନଲେସ ଚିକେନ – ୫୦୦ ଗ୍ରାମ
କର୍ଣ୍ଣଫ୍ଲୋର – ୧ କପ ରୁ କମ୍‍
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୪ ଚାମଚ
ପାଣି – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ପତଳା ଓ ଚିପ୍ସ ଆକାରର ଛୋଟ ଛୋଟ ଖଣ୍ଡ କରି କାଟି ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଏହି ଚିକେନ ଖଣ୍ଡରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କର୍ଣ୍ଣଫ୍ଲୋର, ଅଦାରସୁଣ ବଟା, ସାମାନ୍ୟ ପାଣି ପକାଇ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ( ପକୁଡ଼ି ମିଶ୍ରଣ ଭଳି)। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ରଖିଥିବା ଚିକେନକୁ ଭଲ ଭାବେ ଛାଣି ଦିଅନ୍ତୁ ଓ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଚଟଣି କିମ୍ବା ସସ ସହ ସ୍ୱାଦିଷ୍ଟ ଚିକେନ ଚିପ୍ସ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

Related Articles

Popular Categories