www.samajalive.in
Friday, December 5, 2025
23.1 C
Bhubaneswar

ରାସ୍ତାକଡରୁ ଦୁଇ ଶିଶୁ କନ୍ୟା ଉଦ୍ଧାର

ବାଲେଶ୍ବର : ରାସ୍ତାକଡରୁ ଦୁଇଟି ନବଜାତ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ବାଲେଶ୍ବର ଜିଲା ଅନନ୍ତପୁର ବାସୁଦେବପୁରର ଗୁଡ୍‌ ଛକ ନିକଟରୁ ସେମାନଙ୍କୁ ଉଦ୍ଧାର କରାଯାଇଛି। ଗୁଡ୍‌ ଗ୍ରାମର ଉଦ୍ଧବ ନାୟକ ନାମକ ଜଣେ ବ୍ୟକ୍ତି ବାସୁଦେବପୁରରୁ ଫେରୁଥିବା ବେଳେ ଶିଶୁଙ୍କୁ ଉଦ୍ଧାର କରିଥିବା ଜଣାପଡିଛି। ତାପରେ ସେ ଦୁଇ ଜଣଙ୍କୁ ନିଜ ଘରକୁ ଆଣି ରଖିଥିବା ଜଣାପଡିଛି। ତେବେ ଶିଶୁ କନ୍ୟା କାହାର ସେ ସମ୍ପର୍କରେ ସ୍ପଷ୍ଟ ଜଣା ପଡି ନାହିଁ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories