ସୋର : ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ନବଜାତ ଶିଶୁର ମୃତଦେହକୁ କୁକୁର ଟାଣି ଖାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଶିଶୁର ମୃତଦେହକୁ ପୁଲିସ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରୁ ଉଦ୍ଧାର କରିଛି। ତେବେ ମୃତଦେହ କେଉଁଠୁ ଆସିଛି ତାହା ସ୍ପଷ୍ଟ ହୋଇ ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



