www.samajalive.in
Saturday, December 6, 2025
23.1 C
Bhubaneswar

ଚିକିତ୍ସାରେ ଅବହେଳାରୁ ନବଜାତ ଶିଶୁ ମୃତ୍ୟୁର ଅଭିଯୋଗ, ଡାକ୍ତରଖାନରେ ଉତ୍ତେଜନା

ସୋର: ଚିକିତ୍ସାରେ ଅବହେଳାରୁ ଡାକ୍ତରଖାନାରେ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ନ୍ୟାୟ ଦାବିରେ ମୃତ ଶିଶୁର ବାପା ଶିଶୁଟିକୁ ଧରି ଡାକ୍ତରଖାନା ସମ୍ମୁଖରେ ବସି ରହିଛନ୍ତି । ଏହା ସହ ମା’ର ଅବସ୍ଥା ଗୁରୁତର ରହିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ମା’କୁ ବାଲେଶ୍ଵର ଡାକ୍ତାରଖାନାକୁ ସ୍ଥାନାନ୍ତର କରାଯାଇଛି । ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories