www.samajalive.in
Sunday, December 7, 2025
26.1 C
Bhubaneswar

ଟିଟିଲାଗଡରେ ବିକ୍ରି ଶିଶୁ କନ୍ୟା ଉଦ୍ଧାର

ଟିଟିଲାଗଡ଼: ବିକ୍ରି ଶିଶୁ କନ୍ୟା ଉଦ୍ଧାର। ଟିଟଲାଗଡ ଥାନା ବାଗଡେର ଗାଁର ଏକ ଦାଦନ ଶ୍ରମିକ ପରିବାର ଦାରିଦ୍ର୍ୟତା ନେଇ ତାଙ୍କ ଦ୍ଵିତୀୟ ଶିଶୁ କନ୍ୟାକୁ ୨୦ ହଜାର ଟଙ୍କାରେ ବିକ୍ରୟ କରିଦେଇଥିଲେ। ଏହାର ମାସକ ପରେ ଗତକାଲି ଘଟଣାଟି ପ୍ରଘଟ ହେବା ପରେ ଟିଟିଲାଗଡ଼ ପୁଲିସ୍‌ ରାତ୍ରିରେ ଉକ୍ତ ଶିଶୁ କନ୍ୟାର ପିତା ନିଲ ରଣାଙ୍କୁ ଘରୁ ଉଠାଇ ଆଣିଥିଲା । ନିଲଙ୍କ କହିବା ଅନୁସାରେ ବରଗଡ଼ ଜିଲା ପାଇକମାଲ ସହରର ହାଟପଦା ପଡ଼ାରୁ ଶିଶୁଟିକୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଥିବା ଟିଟିଲାଗଡ଼ ଥାନା ଆଇଆଇସି କଲ୍ୟାଣୀ ବେହେରା ସୂଚନା ଦେଇଛନ୍ତି । ପୋଲିସ ଶିଶୁଟିକୁ ବଲାଙ୍ଗୀର ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିବା ଆଇଆଇସି କହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories