www.samajalive.in
Saturday, December 6, 2025
16.1 C
Bhubaneswar

ପଥର ଖାଦାନରୁ ନିଖୋଜ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର

ଯାଜପୁର: ନିଖୋଜ ୬ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର । ଜେନାପୁର ଥାନା ଚାର ଗୋଠ ଗାଁ ପରିତ୍ୟକ୍ତ ପଥର ଖାଦାନରୁ ଉଦ୍ଧାର ହୋଇଛି। ଶିଶୁପତ୍ରଟିକୁ ତାର ବାପା ମାରି ଫିଙ୍ଗି ଦେଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଗାଁରେ ଚାପା ଉତ୍ତେଜନା ଦେଖାଦେଇଥିବାବେଳେ ଘଟଣାସ୍ଥଳରେ ବ୍ୟାପକ ପୁଲିସ୍ ମୁତୟନ ହୋଇଛନ୍ତି। ଗତକାଲି ସନ୍ଧ୍ୟାରୁ ଶିଶୁ ପୁତ୍ରଟି ନିଖୋଜ ଥିଲା।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories