www.samajalive.in
Monday, December 15, 2025
26.1 C
Bhubaneswar

ଶିଶୁ ଚୋରୀ ରାକେଟ୍‌‌ ଠାବ: ୮ନବଜାତ ଶିଶୁଙ୍କୁ ଉଦ୍ଧାର କଲା ସିବିଆଇ

ନୂଆଦିଲ୍ଲୀ: ସିବିଆଇ ଦିଲ୍ଲୀ ଏନସିଆରରେ ଶିଶୁ ଚୋରି ରାକେଟ୍‌‌ ଠାବ କରିଛି। ୭ରୁ ୮ଜଣ ନବଜାତ ଶିଶୁଙ୍କୁ ଉଦ୍ଧାର କରିଛି ସିବିଆଇ ଟିମ୍‌‌। ଏହି ମାମଲାରେ କିଛି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳ ତଥା ଅନ୍ୟାନ୍ୟ ରାଜ୍ୟରେ ଏ ସଂକ୍ରାନ୍ତରେ ଛାନଭିନ କରାଯାଉଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ଜେରା କରାଯାଉଥିବା ବେଳ ଖୁବଶୀଘ୍ର ମାମଲରେ ଜଡିତ ଥିବା ୩ରୁ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ସିବିଆଇ ପକ୍ଷରୁ କୁହାଯାଇଛି।

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories