www.samajalive.in
Saturday, December 6, 2025
16.1 C
Bhubaneswar

ବୋରୱେଲରେ ଫସିଲା ଶିଶୁ: ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ଉଦ୍ୟମ ଜାରି

ଦିଲ୍ଲୀ: କେଶୋପୁର ମଣ୍ଡି ନିକଟ ଦିଲ୍ଲୀ ଜଳ ବୋର୍ଡ ପ୍ଲାଣ୍ଟରେ ଅଘଟଣ। ୪୦ ଫୁଟ୍ ବୋରୱେଲ୍ ଭିତରେ ଖସି ପଡିଲା ଶିଶୁ। ବୋରୱେଲରୁ ଶିଶୁଟିକୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ , ଏନଡିଆରଏଫ୍ ଓ ପୁଲିସ ନିୟୋଜିତ ରହିଛି। ସୂଚନା ମୂତାବକ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି। ଶିଶୁଟି ଫସି ରହିଥିବା ବୋରୱେଲର ଗଭୀରତା ୪୦ ଫୁଟ ରହିଥିବା ବେଳେ ବ୍ୟାସ ୧.୫ ଫୁଟ୍ ରହିଛି । ଏନଡିଆରଏଫ ଇନ୍ସପେକ୍ଟର  ପ୍ରତାପ ସିଂଙ୍କ ନେତୃତ୍ୱରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories