www.samajalive.in
Monday, December 8, 2025
14.1 C
Bhubaneswar

ଆଚାର୍ଯ୍ୟ ହରିହର ଶିଶୁ ଭବନରେ ଶିଶୁ ଦିବସ ପାଳିତ

ସାକ୍ଷୀଗୋପାଳ : ଆଚାର୍ଯ୍ୟ ହରିହର ଶିଶୁ ଭବନ, ସାକ୍ଷୀଗୋପାଳ ପରିସରରେ ଆଜି ଶିଶୁ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଚାର୍ୟ୍ୟ ହରିହର ଶିଶୁ ଭବନର ଛାତ୍ରମାନେ ଦେଶାତ୍ମବୋଧକ ସଙ୍ଗୀତ ଗାନ କରିବା ସହିତ ଚାଚା ନେହେରୁଙ୍କ ଜୀବନୀ ବିଷୟରେ ଆଲୋଚନା କରିଥିଲେ। ପୁରୀ ଜିଲ୍ଲାରେ ପୁରସ୍କୃତ ହୋଇଥିବା ଶିଶୁ ଭବନର ଛାତ୍ର ଆଶୁତୋଷ ଦାସଙ୍କ ସମେତ ଅନ୍ୟ ଛାତ୍ରମାନଙ୍କୁ ଏହି ଅବସରରେ ସମ୍ମାନୀତ କରାଯାଇଥିଲା। ଶିଶୁ ଭବନର ଉପସଭାପତି ବିରେନ୍ଦ୍ର ଭୂଷଣ ହୋତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ସୁପରିଟେଣ୍ଡେଣ୍ଟ ସୁବୋଧ କୁମାର ସ୍ବାଇଁ, କାଉନସିଲର ମିନାକ୍ଷୀ ବାରିକ, ଶୁଭ୍ରଜିତା ଶୁଭଦର୍ଶିନୀ, ଜ୍ୟୋତିରାଣୀ ମିଶ୍ର, ଶାନ୍ତିଲତା ଚୌଧୁରୀ ଓ କବିତା ପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories