www.samajalive.in
Monday, December 15, 2025
27.1 C
Bhubaneswar

ଚିଲିକା ମଝିରେ ଡଙ୍ଗା ଅଚଳ, ଫସିଲେ ୨୦ରୁ ଅଧିକ ଯାତ୍ରୀ

ସମାଜ ଡିଜିଟାଲ ଡେସ୍କ: ଚିଲିକା ମଝିରେ ଏକ ଡଙ୍ଗା ଅଚଳ ହୋଇପଡ଼ିଛି। ଶନିବାର ସକାଳେ ଏହି ଘଟଣା ଘଟିଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଡଙ୍ଗାଟି ପ୍ରାୟ ଦେଢ଼ ଘଣ୍ଟା ଧରି ମଏଁସା ନିକଟ ଚିଲିକା ମଝିରେ ଅଟକି ରହିଥିବା ସୂଚନା ମିଳିଛି।

ଡଙ୍ଗାଟି ଜହ୍ନିକୁଦାର ଘାଟପେଣ୍ଠରୁ ୨୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାହାରିଥିଲା। ଡଙ୍ଗାରେ କେବଳ ଯାତ୍ରୀ ନ ଥିଲେ, ସେମାନଙ୍କ ଆସବାବପତ୍ର ଏବଂ କିଛି ମୋଟରସାଇକେଲ ମଧ୍ୟ ରହିଥିଲା। ମଏଁସା ନିକଟରେ ଡଙ୍ଗାଟି ହଠାତ୍‌‌ ବନ୍ଦ ହୋଇଯାଇଥିଲା। ଫଳରେ ଯାତ୍ରୀମାନେ ଡଙ୍ଗାରେ ଫସି ରହିଥିଲେ। ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚାଲିଥିବା ସୂଚନା ମିଳିଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories