www.samajalive.in
Monday, December 8, 2025
13.1 C
Bhubaneswar

ଚିଲିକାରେ ଆରମ୍ଭ ହେଲା ଡଲଫିନ୍ ଗଣନା

ବ୍ରହ୍ମଗିରି : ଚିଲିକାର ସାତପଡାରେ ଆରମ୍ଭ ହୋଇଛି ଡଲଫିନ୍ ଗଣନା। ୩ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଆଜି ଭୋର୍ ୬ଟା ଆରମ୍ଭ କରି ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଗଣନା କାର୍ଯ୍ୟ କରାଯିବା ନେଇ ସୂଚନା ରହିଛି। ଏଥିରେ ମୋଟ୍ ୧୮ଟି ଟିମ୍ ସାମିଲ୍ ହୋଇଛନ୍ତି। ସାତପଡାରୁ ୮ଟି ଟିମ୍, ନାର୍ଦାନ୍ ଆଉଟର ଚ୍ୟାନେଲ୍ ଓ ବାଲୁଗାଁରୁ ୧୦ଟି ଟିମ୍ ସେଣ୍ଟ୍ରାଲ୍ ସର୍ଦନ ଚ୍ୟାନେଲରେ ଡଲଫିନ୍ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories